Home Coronavirus Outbreak ଆଜିର ୧୭ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଆଜିର ୧୭ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

284

ଭୁବନେଶ୍ୱର ୯-୫ (ଓଡ଼ିଆ ପୁଅ) ଆଜି ସକାଳେ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୧୨ ଜଣ ଗଞ୍ଜାମ ଜିଲ୍ଲାର, ଜଣେ ଭଦ୍ରକ ଜିଲ୍ଲାର, ଜଣେ ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା କଣ୍ଟେନମେଣ୍ଟ ଅଞ୍ଚଳର। ୩ ଜଣ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକର ବୋଲି ଜଣାପଡ଼ିଛି। ତେବେ ଏମାନେ ସମସ୍ତେ ସୁରାଟ ଫେରନ୍ତା ଏବଂ ସମସ୍ତେ ପୁରୁଷ ବୋଲି ଜଣାପଡ଼ିଛି। କିନ୍ତୁ ରାଉରକେଲାର ଆକ୍ରାନ୍ତ ହେଉଛନ୍ତି କଣ୍ଟେନମେଣ୍ଟ ଜୋନର। ସେମାନଙ୍କର କଣ୍ଟାକ୍ଟ ଟ୍ରେସିଂ କରାଯାଉଛି। ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ସକ୍ରୀୟ ମାମଲା ୨୮୭ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.