Home Top News ଆଜି ଆକାଶମାର୍ଗରୁ ବନ୍ୟାଞ୍ଚଳ ପରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଆଜି ଆକାଶମାର୍ଗରୁ ବନ୍ୟାଞ୍ଚଳ ପରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

31

ଭୁବନେଶ୍ୱର ୧୮/୮ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଅପରାହ୍ନ ସାଢେ ତିନିଟାରେ ଖୋର୍ଦ୍ଧା, ପୁରୀ, କଟକ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ।

ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫T ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ବୁଲି ଦେଖିବେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.