Home ଓଡ଼ିଶା ଆଜି ଭାରତୀୟ ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ

ଆଜି ଭାରତୀୟ ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ

140

ନୂଆଦିଲ୍ଲୀ,୦୮/୧୦,(ଓଡ଼ିଆ ପୁଅ ପି ନାଏକ):ଆଜି ହେଉଛି ଭାରତୀୟ ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ । ସମଗ୍ର ଦେଶ ଗୋଟିଏ ପଟେ ଦୁର୍ଗା ପୂଜା ପାଳନ କରୁଥିବାବେଳେ ଅନ୍ୟପଟେ ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ । ଖୁସିର ମୋହୋଲ ଭିତରେ ଭାରତକୁ ଆସୁଛି ଲଢୁଆ ବିମାନ ରାଫେଲ ଜେଟ । ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ପାଇଁ ଗାଜିଆବାଦର ହିଣ୍ଡୋନ ଏୟାର ଫୋର୍ସ ଷ୍ଟେସନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବାୟୁସେନା ପାଖରେ ଥିବା ବିଭିନ୍ନ ପରିବହନ ବିମାନ, ହେଲିକପ୍ଟର ଓ ଯୁଦ୍ଧ ବିମାନ ନିଜର ପରାକ୍ରମ ଦେଖାଇବେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.