Odiapua.com

ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର ୨୧-୧୨ (ଓଡ଼ିଆ ପୁଅ) ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟାରେ ଏହି ବୈଠକ ବସିବ। କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ କ୍ୟାବିନେଟ ମୋହର।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍‌ ରେ ଅଧ୍ୟକ୍ଷତା କରିବେ। ମନ୍ତ୍ରୀ ମାନେ ଲୋକସେବା ଭବନରେ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।