Home Coronavirus Outbreak ଆଜି ୭ଟି ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବାର ଉନ୍ନତି ତଥା ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ପାଇଁ...

ଆଜି ୭ଟି ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବାର ଉନ୍ନତି ତଥା ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ପାଇଁ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ

47

ଭୁବନେଶ୍ୱର ୨୫-୬ (ଓଡ଼ିଆ ପୁଅ) ରାଜ୍ୟରେ ସ୍ବାସ୍ଥ୍ୟସେବାର ଉନ୍ନତି ତଥା ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ, ବୌଦ, ଦେବଗଡ, ଢେଙ୍କାନାଳ, ଗଜପତି, କଳାହାଣ୍ଡି ଏବଂ ନୂଆପଡା ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରୁଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.