Home ଓଡ଼ିଶା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା !

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା !

1471

ଭୁବନେଶ୍ଵର,୨୪/୧୦,(ଓଡ଼ିଆ ପୁଅ ପି ନାୟକ): ଦକ୍ଷିଣ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଏବେ ସାରା ରାଜ୍ୟରେ ବରଷୁଛି ବର୍ଷା । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ୧୪ଟି ଜିଲ୍ଲା ମଧ୍ୟରେ  ସୁନ୍ଦରଗଡ, ବରଗଡ, ଦେବଗଡ, କେନ୍ଦୁଝର, ସମ୍ବଲପୁର  ସୋନପୁର, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ମୟୁରଭଞ୍ଜ, ଅନୁଗୁଳ ଜିଲ୍ଲା ସାମିଲ ରହିଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.