Home ଓଡ଼ିଶା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ବର୍ଷା ସମ୍ଭାବନା

241

ଭୁବନେଶ୍ଵର,୧୮/୧୦,(ଓଡ଼ିଆ ପୁଅ ପି ନାଏକ): ଏବେ ରାଜ୍ୟ ରେ ବର୍ଷା ହେବା ବନ୍ଦ ଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଆଶଙ୍କା ରହିଥିବା ସୂଚନା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୯ଟି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ରହିଛି । ଯାହା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲା ସାମିଲ ରହିଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.