Home ଓଡ଼ିଶା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

758

ଭୁବନେଶ୍ଵର,୧୨/୧୧,(ଓଡ଼ିଆ ପୁଅ ପି ନାଏକ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ୨୪ଟି ଜିଲ୍ଲାରେ ଘଡ଼ଘଡ଼ି ବର୍ଷାର ଆଶଙ୍କା ମଧ୍ୟ ରହିଛି । ଯାହା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲା ସାମିଲ ରହିଛି ।

 

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.