Home କେନ୍ଦୁଝର ଆସପେୟାର ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

ଆସପେୟାର ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

115

ହାଟଡିହି- ୫ / ୬ (ଓଡିଆପୁଅ / ବିକାଶ ବିଶ୍ୱାଳ) ଆସପେୟାର ପକ୍ଷରୁ ଶାଳଣିଆଣିଆଁ କ୍ଲଷ୍ଟରରେ ବିଶ୍ୱ ପରିବେଶ ଦିବସ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବୃକ୍ଷ ହିଁ ଜୀବନ ଏହାକୁ ପ୍ରତିପାଦିତ କରିବାପାଇଁ ସମସ୍ତେ ଗୋଟିଏ ଗୋଟିଏ ଗଛ ଲଗାଇବାକୁ ଆଜିର ଯୁବ ଗୋଷ୍ଠୀ ଆଗେଇ ଆସିବାକୁ ଆହ୍ୱାନ ଦିଆଯାଇଥିଲା । ଆସପେୟାରର ସିଏଫ ବିପିନି କୁଅଁର ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମନୋଜ ଜେନା, ଝୁନୁ ଜେନା, ଧିବର ବେହେରା, ଚିତ୍ରସେନ କୁଅଁର, କୁନା ଜେନା, ଚନ୍ଦ୍ରମଣି ବେହେରା ପ୍ରମୁଖ ଯୋଗଦେଇ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.