Home ଓଡ଼ିଶା ଆସୁଛି ଆଉ ଏକ ଲଘୁଚାପ !

ଆସୁଛି ଆଉ ଏକ ଲଘୁଚାପ !

503

ଭୁବନେଶ୍ଵର, ୦୨/୧୧, (ଓଡ଼ିଆ ପୁଅ ପି ନାୟକ): ଆସନ୍ତା‌ ୩ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାନେଇ ସୂଚନା ମିଳିଛି। ଯାହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଫଳରେ ଏହା ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୫ କିମ୍ବା ୬ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ମାତ୍ର ଏହାର ପ୍ରଭାବରେ ୭ ତାରିଖଠାରୁ ପୂର୍ବ ଭାରତରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.