ଢେଙ୍କାନାଳ,୨୧/୧୦,(ଓଡ଼ିଆ ପୁଅ ପି ନାୟକ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଜୟପୁରାକାଟେଣୀ ଗାଁରେ ପାରିବାରିକ କଳହକୁ ନେଇ ଏକଏଅଭାବନୀୟ କାଣ୍ଡ ଘଟିଯାଇଛି । କଳହର ଉଗ୍ରରୂପ ପାଇଁ ଗୋଟିଏ ପରିବାରର ୩ ଜଣଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ସାମାନ୍ୟ ବଚସା ପାଇଁ ଏହା ହୋଇଛି । ଫଳରେ ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ପୋଲିସ ଏହି ଖବର ପାଇ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ଆରମ୍ଭ କରିଛି ।