ପୁରୀ ୭/୯,(ଓଡ଼ିଆ ପୁଅ ପି ନାଏକ): ପୁରୀରେ ଉଚ୍ଛେଦ ପ୍ରସଙ୍ଗରେ ସ୍ଥିତି ଅନୁଧ୍ୟାନ ପାଇଁ ଆମିକସ୍ କ୍ୟୁରୀ ଓ ସଲିସିଟର ଜେନେରାଲ ଆଜି ପୁରୀ ଯିବେ। ଗତକାଲି ଭୁବନେଶ୍ବରରେ ପହଞ୍ଚିଲେ ଆମିକସ କ୍ୟୁରି ରଣଜିତ କୁମାର ଓ ସଲିସିଟର ଜେନେରାଲ ତୁଷାର ମେହେଟା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଆମିକସ କ୍ୟୁରୀ ପୁରୀ ସ୍ଥିତି ଅନୁଧ୍ୟାନ କରିବେ ।