Home ଓଡ଼ିଶା ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ପୁଷ୍କର ସିଂ ଧାମୀଙ୍କୁ ଅଭିନନ୍ଦନ ଜଣାଇଲେ...

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ପୁଷ୍କର ସିଂ ଧାମୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

227

ନୂଆଦିଲ୍ଲୀ ୫-୭ (ଓଡ଼ିଆ ପୁଅ) ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ପୁଷ୍କର ସିଂ ଧାମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଆଜି ଶପଥ ଗ୍ରହଣ କରିଥିବା ଅନ୍ୟ ସମସ୍ତଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଶ୍ରୀ ପୁଷ୍କର ଧାମୀ ଏବଂ ଆଜି ଶପଥ ଗ୍ରହଣ କରିଥିବା ଅନ୍ୟ ସମସ୍ତଙ୍କୁ ଅଭିନନ୍ଦନ। ଉତ୍ତରାଖଣ୍ଡର ପ୍ରଗତି ଏବଂ ସମୃଦ୍ଧି ଦିଗରେ କାର୍ଯ୍ୟ କରୁଥିବାରୁ ଏହି ଦଳକୁ ମୋର ଶୁଭକାମନା”।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.