Home Top News ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଅଭିନନ୍ଦନ ଜଣେଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଅଭିନନ୍ଦନ ଜଣେଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

50

ଭୁବନେଶ୍ୱର ୨୫-୩ (ଓଡ଼ିଆ ପୁଅ) ଆଜି ଦ୍ୱିତୀୟ ଥର ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ କରିଛନ୍ତି ଯୋଗୀ ଆଦିତ୍ୟନାଥ। ଏ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗୀଙ୍କୁ ଅଭିନନ୍ଦନ ଜଣେଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ବଧେଇ ଜଣେଇଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟରେ ଲେଖିଛନ୍ତିଯେ, “ଅଭିନନ୍ଦନ @myogiadityanath ଜୀ, ଦ୍ୱିତୀୟ ଥର ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ। ଆପଣଙ୍କ ନେତୃତ୍ୱରେ ରାଜ୍ୟ ବିକାଶର ନୂତନ ଶିଖରରେ ପହଞ୍ଚୁ। ଶୁଭେଚ୍ଛା।”

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.