Home ଓଡ଼ିଶା ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

109

ଭୁବନେଶ୍ଵର,୦୪/୦୮,(ଓଡ଼ିଆ ପୁଅ/ ପଙ୍କଜିନୀ ନାୟକ): ରାଜଧାନୀରେ ପୁଣି କମିଶନରେଟ ପୋଲିସର ଏନ୍‌କାଉଣ୍ଟର୍ । ଭୁବନେଶ୍ୱର ସ୍ଥିତ ବଡ଼ଗଡ଼ ଚିଲିପୋଖରୀ ଅଞ୍ଚଳରେ କମିଶନରେଟ୍‌ ପୋଲିସ୍‌ର ଏନ୍‌କାଉଣ୍ଟରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ସିପୁନ କବି ଓ ହରେକୃଷ୍ଣ ସ୍ୱାଇଁ ଆହତ ହୋଇଛନ୍ତି ।

ଉଭୟଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ଏବେ ସେମାନଙ୍କୁ କଟକ ଏସ୍‌ସିବିରେ ଭର୍ତ୍ତି କରାଯାଇଛି । ସେମାନଙ୍କ ଠାରୁ ମାଉଜର ଓ ଗୁଳି ମଧ୍ୟ ଜବତ କରିଛି ପୋଲିସ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.