Home ଜାତୀୟ ଓଡ଼ିଶାକୁ କୃଷି କର୍ମଣ ପୁରସ୍କାର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାକୁ କୃଷି କର୍ମଣ ପୁରସ୍କାର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

512

ଭୁବନେଶ୍ୱର ୨ା୧(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି  କୃଷିକ୍ଷେତ୍ରରେ ଅବଦାନ ପାଇଁ ଓଡିଶାକୁ କୃଷି କର୍ମଣ ପୁରସ୍କାର ପ୍ରଦାନ କରିଛନ୍ତି । ରାଜ୍ୟ କୃଷିମନ୍ତ୍ରୀ ଅରୁଣ ସାହୁ ଏହି ପୁରଷ୍କାର ସହ ୧ କୋଟି ଟଙ୍କା ପ୍ରଧାନମନ୍ତ୍ରୀଙ୍କ ଠାରୁ ଗ୍ରହଣ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ରାଜ୍ୟ କୃଷି ଉତ୍ପାଦନ କମିସନର ପ୍ରଦୀପ୍ତ ମହାପାତ୍ର ଉପସ୍ଥିତ ଥିବା ଦେଖିବାକୁ ମିଳିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.