Home ଓଡ଼ିଶା ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

160

ଭୁବନେଶ୍ଵର,୨୭/୦୯,(ଓଡ଼ିଆ ପୁଅ ପି ନାଏକ): ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନ ‘ରାଜକମଲ୍‌’ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟପାଳ ଗଣେଶୀ ଲାଲ ବିମାନବନ୍ଦରରେ ପହଞ୍ଚି ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି । ଏହାସହ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ । ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ବିକେ ଶର୍ମା ମଧ୍ୟ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.