ଓଡିଶାର ଗଣପର୍ବ ନୂଆଖାଇ

– ଦୁଷ୍ମନ୍ତ କୁମାର ପଣ୍ଡା ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷରେ ନୂଆଖାଇ ପର୍ବ ପାଳନ କରାଯାଇଥାଏ। ଓଡିଶାର ବିଶେଷ କରି ପଶ୍ଚିମ ଓଡିଶାର ଏହା ଏକ ଗଣ ପର୍ବ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ନୂଆଖାଇ ପର୍ବ ଆନନ୍ଦ ଉଲ୍ଲାସରେ ପାଳନ କରିଥାନ୍ତି। ନୂଆଖାଇ ପର୍ବର ପୂର୍ବ ଓ ପର ଦିନର ଯେଉଁ ଲୋକ ବିଶ୍ୱାସ, ବ୍ୟବସ୍ଥା ଏବଂ ଲୋକ ପ୍ରଥା ପ୍ରଚଳିତ ହୋଇ ଆସୁଛି ତାହା ହିଁ ଅତ୍ୟନ୍ତ ତାତ୍ପର୍ଯ୍ୟପୂର୍ଣ୍ଣ। ପଶ୍ଚିମ ଓଡିଶା … Continue reading ଓଡିଶାର ଗଣପର୍ବ ନୂଆଖାଇ