Home ଜିଲ୍ଲା ପରିକ୍ରମା କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

45

ନୟାଗଡ଼, ୧୬ା୧୨(ଓଡ଼ିଆ ପୁଅ/ସୁରେନ୍ଦ୍ର ନାଥ ପ୍ରଧାନ): କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୩ ତମ ଜୟନ୍ତୀ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଶରଣକୁଳ ସଦାନନ୍ଦ ସାହିତ୍ୟ ପରିଷଦ ତରଫରୁ ସଭାପତି ତ୍ରିଲୋଚନ ଦାସଙ୍କ ଅଭାପତିତ୍ୱରେ ଆୟୋଜିତ ଏହି ବୈଠକରେ କୋଭିଡ ନିୟମ କଟକଣା ଭିତରେ ଆସନ୍ତା ଜାନୁଆରୀ ୨୮ ତାରିଖରେ ଏହି ଜୟନ୍ତୀ ପାଳନ ହେବାକୁ ପରିଷଦର ସଂପାଦକ ପ୍ରଶାନ୍ତ କୁମାର ଦାଶ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.