Home କେନ୍ଦ୍ରାପଡ଼ା କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାରେ ଜନ ଅଭିଯୋଗ ଶୁଣାଣୀ ବନ୍ଦ

କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାରେ ଜନ ଅଭିଯୋଗ ଶୁଣାଣୀ ବନ୍ଦ

229

କେନ୍ଦ୍ରାପଡା ୧୯/୩ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) – କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଉପରେ କଟକଣା ଜାରି କରାଯାଇଛି। ଏହା ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥି ସହିତ ଭିତର କନିକାକୁ ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ଏହି କଟକଣା ଲାଗୁ କରାଯଅଇଥିବା ବେଳେ ତୁଳସୀକ୍ଷେତ୍ରର ଆରଧ୍ୟ ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିରକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ନିମନ୍ତେ ମଧ୍ୟ ଏହି କଟକଣା ଜାରି କରାଯାଛି। କିନ୍ତୁ କୈାଣସି ଗହଳି ନ କରି ମଠ ମନ୍ଦିରକୁ ଭକ୍ତମାନେ ଦର୍ଶନ କରି ପାରିବେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.