Home ଓଡ଼ିଶା କାର୍ଗିଲରେ ୪.୨ ମ୍ୟାଗ୍ନିଚ୍ୟୁଡର ଭୂମିକମ୍ପ ଅନୁଭୂତ

କାର୍ଗିଲରେ ୪.୨ ମ୍ୟାଗ୍ନିଚ୍ୟୁଡର ଭୂମିକମ୍ପ ଅନୁଭୂତ

41

ନୂଆ ଦିଲ୍ଲୀ ୧୩-୯ (ଓଡ଼ିଆ ପୁଅ) ଆଜି ଲଦାଖର କାର୍ଗିଲରେ ରିଚ୍ଟର ସ୍କେଲରେ ୪.୨ ମ୍ୟାଗ୍ନିଚ୍ୟୁଡର ଭୂମିକମ୍ପ ଅନୁଭୂତ ହୋଇଛି।

ଏ ନେଇ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ସୂଚନା ଦେଇଛି।

ଏ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଖବର ନାହିଁ।

ଏହା ଆଜି ସକାଳ ୯:୧୬ ରେ ଅନୁଭୂତ ହୋଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.