Odiapua.com

କାର୍ଗିଲରେ ୪.୨ ମ୍ୟାଗ୍ନିଚ୍ୟୁଡର ଭୂମିକମ୍ପ ଅନୁଭୂତ

ନୂଆ ଦିଲ୍ଲୀ ୧୩-୯ (ଓଡ଼ିଆ ପୁଅ) ଆଜି ଲଦାଖର କାର୍ଗିଲରେ ରିଚ୍ଟର ସ୍କେଲରେ ୪.୨ ମ୍ୟାଗ୍ନିଚ୍ୟୁଡର ଭୂମିକମ୍ପ ଅନୁଭୂତ ହୋଇଛି।

ଏ ନେଇ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ସୂଚନା ଦେଇଛି।

ଏ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଖବର ନାହିଁ।

ଏହା ଆଜି ସକାଳ ୯:୧୬ ରେ ଅନୁଭୂତ ହୋଇଥିଲା।