Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ମୁଖ୍ୟଶାଖାରେ ସ୍ୱାଧୀନତା ଦିବସ ପାଳିତ

କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ମୁଖ୍ୟଶାଖାରେ ସ୍ୱାଧୀନତା ଦିବସ ପାଳିତ

75

କେନ୍ଦ୍ରାପଡା ୧୭/୮(ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ)- କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କର କଜଳାସ୍ଥିତ ମୁଖ୍ୟଶାଖାରେ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବ୍ୟାଙ୍କର ମୁଖ୍ୟ ନିର୍ବାହୀ ଅଧିକାରୀ ସୁଶିଲ କୁମାର ସାମଲ ବ୍ୟାଙ୍କ ପରିସରରେ ଅନୁଷ୍ଠିତ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବ୍ୟାଙ୍କ ମୁଖ୍ୟ ଶାଖାର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.