Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲାରେ ଆଜି ୨୯କରୋନା ପଜିଟିଭ

କେନ୍ଦ୍ରାପଡା ଜିଲାରେ ଆଜି ୨୯କରୋନା ପଜିଟିଭ

37

କେନ୍ଦ୍ରାପଡ଼ା ୧୩ ଅଗଷ୍ଟ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) କେନ୍ଦ୍ରାପଡା ଜିଲ୍ଲାରେ ଶୁକ୍ରବାର ୨୯ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୨ଜଣ, ଗରଦପୁର ବ୍ଲକରେ ୨ଜଣ, କେନ୍ଦ୍ରାପଡା ବ୍ଲକରେ ୮, ମହାକାଳପଡା ବ୍ଲକରେ ୭ଜଣ, ମାର୍ଶାଘାଇ ବ୍ଲକରେ ୪ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ୨ଜଣ ଓ ରାଜକନିକା ବ୍ଲକରେ ୩ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.