Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲାରେ ଆଜି ୨୮ କରୋନା ପଜିଟିଭ

କେନ୍ଦ୍ରାପଡା ଜିଲାରେ ଆଜି ୨୮ କରୋନା ପଜିଟିଭ

40

କେନ୍ଦ୍ରାପଡ଼ା ୧୦ ଅଗଷ୍ଟ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ୨୮ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଡେରାବିଶ ବ୍ଲକରେ ୪ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଗରଦପୁର ବ୍ଲକରେ ୨ଜଣ, କେନ୍ଦ୍ରାପଡା ବ୍ଲକରେ ୮, ମହାକାଳପଡା ବ୍ଲକରେ ୩ଜଣ, ମାର୍ଶାଘାଇ ବ୍ଲକରେ ୫ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ, ରାଜକନିକା ବ୍ଲକରେ ୨ଜଣ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୩ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.