Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୮କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୮କରୋନା ପଜିଟିଭ

23

କେନ୍ଦ୍ରାପଡ଼ା ୧୦ ସେପ୍ଟେମ୍ବର (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) କେନ୍ଦ୍ରାପଡା ଜିଲ୍ଲାରେ ଶୁକ୍ରବାର ୧୮ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ଜଣେ, ଗରଦପୁର ବ୍ଲକରେ ୨ଜଣ, କେନ୍ଦ୍ରାପଡା ବ୍ଲକରେ ୨ଜଣ, ମହାକାଳପଡା ବ୍ଲକରେ ୫ଜଣ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ୨ଜଣ, ରାଜଗର ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୩ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.