Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୮କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୮କରୋନା ପଜିଟିଭ

37

କେନ୍ଦ୍ରାପଡ଼ା ୧୧ ସେପ୍ଟେମ୍ବର (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୮ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୨ଜଣ, ମହାକାଳପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ ଓ ରାଜକନିକା ବ୍ଲକରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.