Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୫ କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୫ କରୋନା ପଜିଟିଭ

21

କେନ୍ଦ୍ରାପଡ଼ା ୨୭ ସେପ୍ଟେମ୍ବର (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ସୋମବାର ୫ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଡେରାବିଶ ବ୍ଲକରେ ୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ଜଣେ, ମହାକାଳପଡା ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.