Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦କରୋନା ପଜିଟିଭ

49

କେନ୍ଦ୍ରାପଡ଼ା, ୨୮ା୯ : କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ୧୦ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଗରଦପୁର ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ୨ଜଣ, ରାଜନଗର ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୪ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.