Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦ କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦ କରୋନା ପଜିଟିଭ

32

କେନ୍ଦ୍ରାପଡ଼ା ୪ -୧୦ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ରବିବାର ୧୦ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଡେରାବିଶ ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଗରଦପୁର ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୩ଜଣ, ମହାକାଳପଡା ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୩ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.