Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪କରୋନା ପଜିଟିଭ

25

କେନ୍ଦ୍ରାପଡ଼ା ୯ -୧୦ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୧୪ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଗରଦପୁର ବ୍ଲକରେ ୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ୨ଜଣ, ମହାକାଳପଡା ବ୍ଲକରେ ୨ଜଣ, ମାର୍ଶାଘାଇ ବ୍ଲକରେ ୫ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ, ରାଜକନିକା ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.