Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୨୬ କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୨୬ କରୋନା ପଜିଟିଭ

15

କେନ୍ଦ୍ରାପଡ଼ା ୧୦ -୧୦ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) କେନ୍ଦ୍ରାପଡା ଜିଲ୍ଲାରେ ରବିବାର ୨୬ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୪ଜଣ, ଗରଦପୁର ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୭ଜଣ, ମହାକାଳପଡା ବ୍ଲକରେ ୩ଜଣ, ମାର୍ଶାଘାଇ ବ୍ଲକରେ ୪ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୫ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.