Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୪କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୪କରୋନା ପଜିଟିଭ

12

କେନ୍ଦ୍ରାପଡ଼ା ୨୧ -୧୦ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ଗୁରୁବାର ୪ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ଜଣେ, ରାଜକନିକା ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.