Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୭କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୭କରୋନା ପଜିଟିଭ

19

କେନ୍ଦ୍ରାପଡ଼ା ୨୭ -୧୦ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ବୁଧବାର ୭ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଗରଦପୁର ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ମହାକାଳପଡା ବ୍ଲକରେ ୪ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ ଓ ରାଜନଗର ବ୍ଲକର ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.