Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩୩ କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩୩ କରୋନା ପଜିଟିଭ

45

କେନ୍ଦ୍ରାପଡ଼ା ୫ ସେପ୍ଟେମ୍ବର (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) କେନ୍ଦ୍ରାପଡା ଜିଲ୍ଲାରେ ରବିବାର ୩୩ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୪ଜଣ, ଗରଦପୁର ବ୍ଲକରେ ୫ଜଣ, କେନ୍ଦ୍ରାପଡା ବ୍ଲକରେ ୬ଜଣ, ମହାକାଳପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ୨ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ୯ଜଣ, ରାଜକନିକା ବ୍ଲକରେ ୩ଜଣ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୨ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.