Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ବ୍ଲକ କର୍ମଚାରୀମାନେ ଗୋଟିଏ ଦିନର ଦରମା ଦେଲେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ

କେନ୍ଦ୍ରାପଡା ବ୍ଲକ କର୍ମଚାରୀମାନେ ଗୋଟିଏ ଦିନର ଦରମା ଦେଲେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ

426

କେନ୍ଦ୍ରାପଡା ୨୫/୪(ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) – କେନ୍ଦ୍ରାପଡା ବ୍ଲକର ସମସ୍ତ କର୍ମଚାରୀମାନେ ସେମାନଙ୍କ ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଥିବା ଜଣାପଡିଛି। ବିଡିଓ ସୁଧିର କୁମାର ସିଂ କର୍ମଚାରୀମାନେ ରିଲିଫ ପାଣ୍ଠିକୁ ପ୍ରଦାନ କରିଥିବା ୬୫ହଜାର ଟଙ୍କାର ଏକ ଚେକ ଶନିବାର ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ତାଙ୍କ କାର୍ଯ୍ୟାଳୟରେ ପ୍ରଦାନ କରିଥିବା ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.