Home Coronavirus Outbreak କୋଭିଡ଼ ମୁକାବିଲା ପାଇଁ ବଲାଙ୍ଗୀରକୁ ଦୁଇ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

କୋଭିଡ଼ ମୁକାବିଲା ପାଇଁ ବଲାଙ୍ଗୀରକୁ ଦୁଇ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

67

ଭୁବନେଶ୍ବର ତା ୧୩/୫ (ଓଡ଼ିଆ ପୁଅ) କୋଭିଡ଼ ଦ୍ଵିତୀୟ ଲହରୀ ର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ , ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ବାର କୋଟି ଟଙ୍କା ମଞ୍ଜୁର କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.