Home Coronavirus Outbreak କୋଭିଡ-୧୯ ସଂକ୍ରମଣର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ କେୟାର୍ସ ପାଣ୍ଠିକୁ ଆଇସିଏଆଇ, ଆଇସିଏସଆଇ ଏବଂ ଆଇସିଏଆଇ ପକ୍ଷରୁ...

କୋଭିଡ-୧୯ ସଂକ୍ରମଣର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ କେୟାର୍ସ ପାଣ୍ଠିକୁ ଆଇସିଏଆଇ, ଆଇସିଏସଆଇ ଏବଂ ଆଇସିଏଆଇ ପକ୍ଷରୁ ୨୮.୮୦ କୋଟି ଟଙ୍କାର ସହାୟତା

468

ନୂଆ ଦିଲ୍ଲୀ ୧୧-୪ (ଓଡ଼ିଆ ପୁଅ) କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ଅଧୀନ ତିନୋଟି ପେସାଦାର ସଂସ୍ଥାନ ଇନଷ୍ଟିଚ୍ୟୁଟ ଅଫ ଚାଟାର୍ଡ ଆକାଉଣ୍ଟାଣ୍ଟ୍ସ ଅଫ ଇଣ୍ଡିଆ, ଇନଷ୍ଟିଚ୍ୟୁଟ ଅଫ କମ୍ପାନୀ ସେକ୍ରେଟାରିଜ ଅଫ ଇଣ୍ଡିଆ ଏବଂ ଇନଷ୍ଟିଚ୍ୟୁଟ ଅଫ କଷ୍ଟ ଆକାଉଣ୍ଟାଣ୍ଟ୍ସ ଅଫ ଇଣ୍ଡିଆ ପକ୍ଷଣୁ କୋଭିଡ-୧୯ ମହାମାରୀର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀ କେୟାର୍ସ ପାଣ୍ଠିକୁ ୨୮.୮୦ କୋଟି ଟଙ୍କାର ଯୋଗଦାନ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.