କୋଭିଡ-19 ସଂକ୍ରାନ୍ତରେ ସଦ୍ୟତମ ସୂଚନା

ନୂଆ ଦିଲ୍ଲୀ ୨୩-୪ (ଓଡ଼ିଆ ପୁଅ) କୋଭିଡ-19ର ମୁକାବିଲା, ନିରାକରଣ ଓ ପ୍ରତିରୋଧ କରିବା ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସରକାରଙ୍କ ସହିତ ମିଶି ଭାରତ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାକୁ ନିୟମିତ ଭାବେ ଉଚ୍ଚସ୍ତରରେ ସମୀକ୍ଷା ଏବଂ ଅନୁଧ୍ୟାନ କରାଯାଉଛି। କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ଆଜି ଇଣ୍ଡିଆନ ମେଡ଼ିକାଲ ଆସୋସିଏସନ (ଆଇଏମଏ)ର ଡାକ୍ତର ଓ … Continue reading କୋଭିଡ-19 ସଂକ୍ରାନ୍ତରେ ସଦ୍ୟତମ ସୂଚନା