Home କୋରାପୁଟ କୋରାପୁଟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

କୋରାପୁଟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

21

କୋରାପୁଟ ୩୧-୧୦(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ରାଷ୍ଟ୍ରୀୟ  ଏକତା ଦିବସ ପାଳିତ ହୋଇଯାଇଛି ।କୋଟିଆ ଗ୍ରାମରେ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝି ,କୋରାପୁଟ ଉପଜିଲ୍ଲାପାଳ ଲଲିତ କୁମାର କହଁର ,ପଂଚାୟତ ନିର୍ବାହୀ ଅଧିକାରୀ ନବ କିଶୋର ହନ୍ତାଲ ଓ କୋଟିଆ ଜନସାଧାରଣ ସାମିଲ ହୋଇଥିଲେ ।ସେହିପରି କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି ।କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର ପ୍ରଧାନ ଯୋଗଦେଇ ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ ।ଡେପୁଟି କଲେକ୍ଟର ସାଗରିକା ଷଡଙ୍ଗୀ , ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟର ସତ୍ୟ ନାରାୟଣ ପ୍ରଧାନ ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.