Home କୋରାପୁଟ କୋରାପୁଟ ଅତିରିକ୍ତ ଜିଲ୍ଲାପାଳଙ୍କ ବଦଳି

କୋରାପୁଟ ଅତିରିକ୍ତ ଜିଲ୍ଲାପାଳଙ୍କ ବଦଳି

55

କୋରାପୁଟ ୦୧-୦୭(ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ଦେବେନ୍ଦ୍ର କୁମାର ପ୍ରଧାନଙ୍କ ବଦଳି ହୋଇଥିବା ଜଣାପଡିଛି ।ଜଙ୍ଗଳ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଭାବେ ତାଙ୍କୁ ବଦଳି କରାଯାଇଥିବା ଜଣାପଡିଛି ।ମାଲକାନଗିରି ଉପଜିଲ୍ଲାପାଳ ରାମେଶ୍ୱର ପ୍ରଧାନ ପଦୋନ୍ନତି ପାଇ କୋରାପୁଟ ର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.