Home କୋରାପୁଟ  କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ସଂଚୟ ରଥକୁ ପତାକା ଦେଖାଇ ଶୁଭାରମ୍ଭ କଲେ

 କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ସଂଚୟ ରଥକୁ ପତାକା ଦେଖାଇ ଶୁଭାରମ୍ଭ କଲେ

51

କୋରାପୁଟ ୩୦-୧୦(ଓଡିଆ ପୁଅ /ରଂଜନ ଦାସ)ବିଶ୍ୱ ମିତବ୍ୟୟିତା ଦିବସ ଅବସରରେ ସଚେତନତା ସଂଚୟ ରଥକୁ ପତାକା ଦେଖାଇ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝି ଶୁଭାରମ୍ଭ କରିଥିଲେ ।ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ସୁଜିତ ମିଶ୍ର , ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟର ସତ୍ୟ ନାରାୟଣ ପ୍ରଧାନ ,ଜିଲ୍ଲା ସଂସ୍କୃତି ଅଧିକାରୀ ମାଧବ ପାଙ୍ଗୀ ଓ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ ।ଏହି ଅବସରରେ ଜିଲ୍ଲା ସଂସ୍କୃତିଭବନ ପରିସରରେ ବୃକ୍ଷରୋପଣ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.