Home କୋରାପୁଟ  କୋରାପୁଟ ପିଡବ୍ଲୁଡିର ନୂତନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଦାୟିତ୍ୱ ଗ୍ରହଣ

 କୋରାପୁଟ ପିଡବ୍ଲୁଡିର ନୂତନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଦାୟିତ୍ୱ ଗ୍ରହଣ

26

କୋରାପୁଟ ୧୯-୦୯(ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ପିଡବ୍ଲୁଡିର ନୂତନ ସହକାରୀ ନିର୍ବାହୀ ଯନ୍ତ୍ରୀ   କୈଳାସ ମହାରଣା ଦାୟିତ୍ୱ ଗ୍ରହଣ କରିଥିବା ଜଣାପଡିଛି ।କୈଳାସ ମହାରଣା ବିଦାୟୀ ସହକାରୀ ନିର୍ବାହୀ ଯନ୍ତ୍ରୀ  ମଧୁସ୍ମିତା ସାମଲଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ । ମଧୁସ୍ମିତା ସାମଲଙ୍କୁ ଭୁବନେଶ୍ୱର ବଦଳି ହୋଇଥିବା ଜଣାପଡିଛି ।ନୂତନ ସହକାରୀ ନିର୍ବାହୀ ଯନ୍ତ୍ରୀ ଦାୟିତ୍ନ ନେବା ବେଳେ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.