Odiapua.com

 କୋରାପୁଟ ପିଡବ୍ଲୁଡିର ନୂତନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଦାୟିତ୍ୱ ଗ୍ରହଣ

କୋରାପୁଟ ୧୯-୦୯(ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ପିଡବ୍ଲୁଡିର ନୂତନ ସହକାରୀ ନିର୍ବାହୀ ଯନ୍ତ୍ରୀ   କୈଳାସ ମହାରଣା ଦାୟିତ୍ୱ ଗ୍ରହଣ କରିଥିବା ଜଣାପଡିଛି ।କୈଳାସ ମହାରଣା ବିଦାୟୀ ସହକାରୀ ନିର୍ବାହୀ ଯନ୍ତ୍ରୀ  ମଧୁସ୍ମିତା ସାମଲଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ । ମଧୁସ୍ମିତା ସାମଲଙ୍କୁ ଭୁବନେଶ୍ୱର ବଦଳି ହୋଇଥିବା ଜଣାପଡିଛି ।ନୂତନ ସହକାରୀ ନିର୍ବାହୀ ଯନ୍ତ୍ରୀ ଦାୟିତ୍ନ ନେବା ବେଳେ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।