Home ଓଡ଼ିଶା ଗାଁ ବିଲରୁ ମୁର୍ମୂଷ ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର

ଗାଁ ବିଲରୁ ମୁର୍ମୂଷ ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର

453

ମୟୁରଭଞ୍ଜ,୧୦/୧୦,(ଓଡ଼ିଆ ପୁଅ ପି ନାଏକ): ମୟୁରଭଞ୍ଜ ଜିଲ୍ଲାରେ ପୁଣି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା କାହ୍ନୁପୁର ଗାଁ ବିଲରୁ ମୁର୍ମୂଷ ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ଏହାଦେଖି ଲୋକେ ତାଙ୍କୁ ପ୍ରଥମେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ମାତ୍ର ଚେଷ୍ଟା ପରେ ମଧ୍ୟ ଡାକ୍ତର ତାଙ୍କୁ ବଞ୍ଚାଇ ପାରିନଥିଲେ । ଏବେ ବି ତାଙ୍କ ମୃତ୍ୟୁ ର କାରଣ ଅସ୍ପଷ୍ଟ ରହିଛି । ତେବେ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କର ଏମିତି କିଏ କରିଥାଇପାରେ ସନ୍ଦେହ କରାଯାଉଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.