Home Top News ଗୁଜରାଟ ଦ୍ୱାରକା ନିକଟରେରେ ୫.୦ ମ୍ୟାଗ୍ନିଚ୍ୟୁଡର ଭୂମିକମ୍ପ ଅନୁଭୂତ

ଗୁଜରାଟ ଦ୍ୱାରକା ନିକଟରେରେ ୫.୦ ମ୍ୟାଗ୍ନିଚ୍ୟୁଡର ଭୂମିକମ୍ପ ଅନୁଭୂତ

90

ନୂଆ ଦିଲ୍ଲୀ ୪-୧୧ (ଓଡ଼ିଆ ପୁଅ) ଆଜି ଗୁଜରାଟର ଦ୍ୱାରକାଠାରୁ ୨୨୩ କିଲୋମିଟର ଦୂରରେ ଭୂମିକମ୍ପ ଅନୁଭୂତ ହୋଇଛି।

ଏହାର ତୀବ୍ରତା ରିଚ୍ଟର ସ୍କେଲରେ ୪.୫ ମ୍ୟାଗ୍ନିଚ୍ୟୁଡର ଥିଲା ବୋଲି ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ସୂଚନା ଦେଇଛି।

ଏ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଖବର ନାହିଁ।

ଏହା ଆଜି ଅପରାହ୍ଣ ୦୩.୧୫ ରେ ୧୦ କିମି ଗଭୀରତାରେ ଅନୁଭୂତହୋଇଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.