Home ଓଡ଼ିଶା ଗୋଟିଏ ଦିନରେ ୪୯ ଲକ୍ଷ ୨୯ ହଜାର ୧୨୧ ଆଇଟିଆର ଦାଖଲ

ଗୋଟିଏ ଦିନରେ ୪୯ ଲକ୍ଷ ୨୯ ହଜାର ୧୨୧ ଆଇଟିଆର ଦାଖଲ

319

ନୂଆଦିଲ୍ଲୀ,୦୨/୦୯,(ଓଡ଼ିଆ ପୁଅ ପି ନାଏକ): ଆଇଟିଆର ଇ-ଫାଇଲିଂରେ ଆୟକର ବିଭାଗ ରେକର୍ଡ କରିଛି । ୩୧ ଅଗଷ୍ଟ ଗୋଟିଏ ଦିନରେ ୪୯ ଲକ୍ଷ ୨୯ ହଜାର ୧୨୧ ଜଣ ଇ-ଫାଇଲିଂ ଜରିଆରେ ଆଇଟିଆର ଦାଖଲ କରିଛନ୍ତି । ଏପରିକି ୩୧ ତାରିଖ ଦିନ ଗୋଟିଏ ମିନିଟରେ ୭ହଜାର ୪୪୭ ଆଇଟିଆର ଫାଇଲ କରିଥିବା ଜଣା ପଡିଛି । ସେପଟେ ଅଗଷ୍ଟ ମାସରେ ୯୮ ହଜାର ୨୦୨ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ ହୋଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.