Home Coronavirus Outbreak ଗ୍ରାମାଞ୍ଚଳରେ କୋଭିଡ-19 ସଂକ୍ରମଣକୁ ପ୍ରତିହତ କରିବା ଲାଗି ଦେଶର ସମସ୍ତ ଗ୍ରାମ ପଞ୍ଚାୟତଗୁଡ଼ିକ ସକ୍ରିୟ ପଦକ୍ଷେପ...

ଗ୍ରାମାଞ୍ଚଳରେ କୋଭିଡ-19 ସଂକ୍ରମଣକୁ ପ୍ରତିହତ କରିବା ଲାଗି ଦେଶର ସମସ୍ତ ଗ୍ରାମ ପଞ୍ଚାୟତଗୁଡ଼ିକ ସକ୍ରିୟ ପଦକ୍ଷେପ ଗ୍ରହଣ କରୁଛନ୍ତି

393

ନୂଆ ଦିଲ୍ଲୀ ୧୭-୪ (ଓଡ଼ିଆ ପୁଅ) ସାର୍ବଜନିନ ସ୍ଥାନରେ ଦୈନିକ ବିଶୋଧନ ଲାଗି ଜିଲ୍ଲା ଓ ଗ୍ରାମାଞ୍ଚଳ ସ୍ତରରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଅସହାୟ ଲୋକ ଏବଂ ପ୍ରବାସୀଙ୍କ ପାଇଁ ଆଶ୍ରୟସ୍ଥଳୀ ଏବଂ ସଙ୍ଗରୋଧ କେନ୍ଦ୍ର ପ୍ରତିଷ୍ଠା କରାଯାଉଛି। ସୁରକ୍ଷା ଉପକରଣ, ଆର୍ଥିକ ସହାୟତା ଏବଂ ଅସହାୟଙ୍କୁ ଖାଦ୍ୟ ଯୋଗାଇ ଦିଆଯିବା ସହିତ ରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.