Home Top News ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟଗୁଡିକର ସମୟ ସାରଣୀରେ ପରିବର୍ତ୍ତନ, ସକାଳ ୮ଟାରୁ ମଧ୍ୟାହ୍ନ ୧୨ଟା

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟଗୁଡିକର ସମୟ ସାରଣୀରେ ପରିବର୍ତ୍ତନ, ସକାଳ ୮ଟାରୁ ମଧ୍ୟାହ୍ନ ୧୨ଟା

107

ଭୁବନେଶ୍ୱର ୨-୩ (ଓଡ଼ିଆ ପୁଅ) ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟଗୁଡିକର ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ନବମ ଓ ଏକାଦଶ ଶ୍ରେଣୀ ପାଇଁ ଶିକ୍ଷାଦାନ ପୂର୍ବବତ ପୂର୍ବାହ୍ନ ୭ଟାରୁ ୯ଟା ପର୍ଯ୍ୟନ୍ତ ହେବ। ତେବେ ଦଶମ ଓ ଦ୍ବାଦଶ ଶ୍ରେଣୀ ପାଠପଢା ସକାଳ ୯ଟାରୁ ୧ଟା ପରିବର୍ତ୍ତେ ସକାଳ ୮ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କରାଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.