Home ଓଡ଼ିଶା ଘରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ଘରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

358

କଟକ,୦୭/୧୦,(ଓଡ଼ିଆ ପୁଅ ପି ନାଏକ): କଟକରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାତିରେ ଶୋଇଥିବା ବେଳେ ବାହାରୁ ଦୁର୍ବୃତ୍ତ କବାଟରେ ତାଲା ପକାଇ ନିଆଁ ଲଗାଇ ଦେଇଛନ୍ତି । ବାଲିପଡା ଗାଁ ରେ ଏହି ଦୃଶ୍ୟ ଦେଖିବାକୁ ମିଳିଛି । ତେବେ ଏଥିରେ ପରିବାର ଲୋକଙ୍କ ର କିଛି କ୍ଷତି ସୋଇନଥିବା ସୂଚନା ମିଳିଛି । ହେଲେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୃତ୍ତ ଏଭଳି କାଣ୍ଡ ଭିଆଇ ଥାଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ପରେ ଏନେଇ ଥାନାରେ ମାମଲା ରୁଜୁ ହୋଇଛି । ପୋଲିସ ବର୍ତ୍ତମାନ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.